Latest news
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
DEMOThis is a demo edition. News and images are provided as examples only.
Odisha

ନଭେମ୍ବର ୧୮ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ।

ନଭେମ୍ବର ୧୮ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ନଭେମ୍ବର ୧୮ରେ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ

ଭୁବନେଶ୍ୱର, ତା ୨୮/୧୦(ଭାରତ ପ୍ରସାରଣ): ଆସନ୍ତା ନଭେମ୍ବର ୧୮ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଓଡ଼ିଶା ୧୭ତମ ବିଧାନସଭାର ୮ମ ଅଧିବେଶନ। ଏହି ଅଧିବେଶନରେ ନଭେମ୍ବର ୨୨, ୨୪, ୨୮, ୨୯, ଡିସେମ୍ବର ୬, ଡିସେମ୍ବର ୧୨ ଓ ୧୩, ୨୦, ୨୫, ୨୬ ଓ ୨୭ ତାରିଖ ବନ୍ଦ ରହିବ। ଏହା ମଧ୍ୟରେ ନଭେମ୍ବର ୨୦, ଡିସେମ୍ବର ୪, ୧୧, ୧୮, ୨୯ ଓ ୩୧ ତାରିଖରେ ବେସରକାରୀ ସଦସ୍ୟ କାର୍ଯ୍ୟ ଦିବସ ଧାର୍ଯ୍ୟ କରାଯାଇଛି। ଅର୍ଥାତ୍‌ ବିଧାନସଭା ସମୁଦାୟ ୩୩ ଦିନ ଚାଲିବ ଏବଂ ଏହା ମଧ୍ୟରୁ ୨୫ ଦିନ ସରକାରୀ କାର୍ଯ୍ୟ ଦିବସ ରହିଛି।

ନଭେମ୍ବର ୧୮ ତାରିଖରେ ପ୍ରଥମ ଅତିରିକ୍ତ ବଜେଟ୍‌ ଉପସ୍ଥାପିତ ହେବ। ନଭେମ୍ବର ୨୫, ୨୬, ୨୭ରେ ବଜେଟ୍‌ ନେଇଆଲୋଚନା ହେବ। ନଭେମ୍ବର ୩୦ରେ ଅତରିକ୍ତ ବଜେଟ୍‌ ଉପରେ ବିନିଯୋଗ ବିଧେୟକ ଆଗତ ହେବ।

l

Last updated: 29 Oct 2026, 12:01 AM

← Previous storyପ୍ରଦେଶ କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିରNext story →ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ପଦ୍ମପୁରରେ ଉପ-ମୁଖ୍ୟମନ୍ତ୍ରୀ