Latest news
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
DEMOThis is a demo edition. News and images are provided as examples only.
Odisha

ଆସନ୍ତାକାଲି ମିଳିବ ପିଏମ୍ କିଷାନ କିସ୍ତି

ରାଜ୍ୟର ୩୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ ଉପକୃତ ହେବେ

ଆସନ୍ତାକାଲି ମିଳିବ ପିଏମ୍ କିଷାନ କିସ୍ତି

ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ


  • ରାଜ୍ୟର ୩୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ ପାଇବେ ୭୦୦ କୋଟିରୁ ଅଧିକ ଟଙ୍କା

ଭୁବନେଶ୍ୱର, ୨୯/୧୦(ଭାରତ ପ୍ରସାରଣ) :
ପିଏମ୍ କିଷାନ ଉତ୍ସବ ଦିବସ ଅବସରରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଗୁଜୁରାଟର ବନାସକାଣ୍ଠାଠାରେ ଅନୁଷ୍ଠିତ ହେବାକୁ ଥିବାବେଳେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶବ୍ୟାପୀ ଚାଷୀଙ୍କୁ ଏହି କିସ୍ତି ପ୍ରଦାନ କରିବେ।

ଏଥିସହିତ ଓଡ଼ିଶା ପାଇଁ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପୂର୍ବାହ୍ନ ୯ଟାରେ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୫ ଲକ୍ଷ ୩୯ ହଜାର ୨୯୭ ଜଣ ଚାଷୀଙ୍କ ଖାତାକୁ ମୋଟ ୭୦୭,୮୫,୯୪,୦୦୦ ଟଙ୍କା ହସ୍ତାନ୍ତର କରାଯିବ। ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଗରିମାମୟ ଉପସ୍ଥିତିରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।



← Previous storyଗଜଲକ୍ଷ୍ମୀ ପୂଜା ମଣ୍ଡପରେ ମା’ଙ୍କ ଆଶୀର୍ବାଦ ନେଲେ ଗୋଲକ ମହାପାତ୍ରNext story →ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ମାମଲାରେ ହାଇକୋର୍ଟଙ୍କ ହସ୍ତକ୍ଷେପକୁ ସ୍ୱାଗତ କଲା ବିଜେଡି