Latest news
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
DEMOThis is a demo edition. News and images are provided as examples only.
Odisha

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତ ରତ୍ନ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୩୧.୧୦(ଭାରତ ପ୍ରସାରଣ): ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତାଗଣ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଓ ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ପରେ କଂଗ୍ରେସ ନେତୃବୃନ୍ଦ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତି ଇନ୍ଦିରାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଶିବାନନ୍ଦ ରାୟ,  ସୁରେଶ କୁମାର ରାଉତରାୟ, ଶ୍ରୀକାନ୍ତ ଜେନା, ସମୀର ରାଉତରାୟ, ଅମୀୟ କୁମାର ପଟ୍ଟନାୟକ, ମନୋରଞ୍ଜନ ଦାଶ, କିଶୋର ଜେନା, ପୃଥୀ ବଲ୍ଲଭ ପଟ୍ଟନାୟକ, ଅଭୟ ସାହୁ, ମନୋରଞ୍ଜନ ରାଉତରାୟ, ରଜନୀ ମହାନ୍ତି, ମିହିର ଆଚାର୍ଯ୍ୟ, ସଂଜୟ ମିଶ୍ର, ଜ୍ୟୋତିଷ ସାହୁ, ଲିଙ୍ଗରାଜ ସାହୁ, କୁଳମଣି ସାହୁ, ଖଗେଶ୍ୱର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Last updated: 01 Nov 2026, 11:05 AM

← Previous storyପ୍ରତ୍ୟେକ ଭାରତୀୟ ଦେଶପାଇଁ ପାଞ୍ଚ ମିନିଟ ଚିନ୍ତା କରନ୍ତୁ, ଦେଶ ବଦଳି ଯିବ : ବାବା ବଳିଆNext story →‘ହେଲ୍ପମେଟ୍‌’ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ନୀତି ଆଦର୍ଶ ପ୍ରଚାର ପ୍ରସାର କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହ