ताज़ा खबरें
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
डेमोयह एक डेमो संस्करण है। खबरें और तस्वीरें केवल उदाहरण के लिए हैं।
ओडिशा

ବୁରୁଖାଟ-ଗଞ୍ଜାମ ସୀମା ରାସ୍ତାରୁ ହଟିଲା ପାହାଡ଼ ଅଳିଆ

ଗାଡ଼ି ଚଳାଚଳ ହେଲା ସ୍ୱାଭାବିକ

ବୁରୁଖାଟ-ଗଞ୍ଜାମ ସୀମା ରାସ୍ତାରୁ ହଟିଲା ପାହାଡ଼ ଅଳିଆ

ବୁରୁଖାଟ-ଗଞ୍ଜାମ ସୀମା ରାସ୍ତାରୁ ହଟିଲା ପାହାଡ଼ ଅଳିଆ

ଗଞ୍ଜାମ,୩୧/୧୦(ଭାରତ ପ୍ରସାରଣ): ବୁରୁଖାଟରୁ ଗଞ୍ଜାମ ସୀମାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଭୂସ୍ଖଳନ ଯୋଗୁଁ ଜମି ରହିଥିବା ପାହାଡ଼ିଆ ମାଟି ଓ ପଥର ଅଳିଆକୁ ପ୍ରଶାସନ ପକ୍ଷରୁ ସଫା କରାଯାଇଛି। ଏହା ଫଳରେ ଏହି ରାସ୍ତାରେ ପୁଣି ଥରେ ଯାନବାହାନ ଚଳାଚଳ ସ୍ୱାଭାବିକ ହୋଇଛି।

ଲଗାଣ ବର୍ଷା ହେତୁ ରାସ୍ତା ଉପରକୁ ବିରାଟ ପାହାଡ଼ିଆ ଅଳିଆ ଓ ମାଟି ଧସି ଆସିବାରୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଜେସିବି ସାହାଯ୍ୟରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାସ୍ତା ସଫା କରିଛନ୍ତି। ବର୍ତ୍ତମାନ ଯାତାୟାତ ସୁରକ୍ଷିତ ଥିବା ସୂଚନା ମିଳିଛି।

अंतिम अपडेट: 01 नवंबर 2026, 10:52 पूर्वाह्न

← पिछली खबरଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଶପଥ ପାଠअगली खबर →ଭୋଟ୍ ଚୋରି ଅଭିଯୋଗକୁ ନେଇ ଦିଲ୍ଲୀର ରାମଲୀଳା ମୈଦାନରେ ଇଣ୍ଡିଆ ମେଣ୍ଟର ଶକ୍ତି ପ୍ରଦର୍ଶନ