+91-7008748499 / 9438844229

dkm3773@gmail.com / bpindialive@gmail.com

Monday 7th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ହେଲେ ।

31-Jan-2024



ଭୁବନେଶ୍ୱର : ଏଆଇସିସି ଅଧ୍ୟକ୍ଷ ଶ୍ରୀ ମଲ୍ଲିକାର୍ଜୁନ ଖଡଗେ ଓଡିଶା ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସୁପାରିଶ କ୍ରମେ ଶ୍ରୀମତି ମିନାକ୍ଷୀ ଵାହୀନିପତିଙ୍କୁ ରାଜ୍ୟ ମହିଳା କଂଗ୍ରେସ ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ(ସଙ୍ଗଠନ) ଶ୍ରୀ ବେଣୁ ଗୋପାଳ ଏକ ପ୍ରେସ ବିଜ୍ଞପ୍ତି ରେ ଜଣାଇଛନ୍ତି । ଶ୍ରୀମତୀ ମିନାକ୍ଷୀ ବାହିନୀପତି କୋରାପୁଟ ମୁନିସିପାଲିଟିର ଅଧ୍ୟକ୍ଷା ଭାବେ ୨ ଥର ନିର୍ବାଚିତ ହୋଇଥିଲେ । ସେ କୋରାପୁଟ ଜିଲ୍ଲା କଂଗ୍ରେସର ସଭାପତି ଭାବରେ ୨୦୧୧ ମସିହାରୁ ୨୦୨୩ ମସିହା ପର୍ଯ୍ୟନ୍ତ ଦୀର୍ଘ ୧୨ ବର୍ଷ ଧରି କାର୍ଯ୍ୟ କରିଥିଲେ । ଅଧୁନା ଶ୍ରୀମତୀ ବାହିନୀପତି ପ୍ରଦେଶ କଂଗ୍ରେସ କମିଟି ର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି । ସେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଙ୍କ ସହଧର୍ମିଣୀ ଅଟନ୍ତି ।





Advertisment

You Might Also Like