+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜ୍ୟ

ବନ୍ଦେ ଉତ୍କଳ ଜନନୀ ଗାଈଲେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀ

03-Feb-2024



ଭୁବନେଶ୍ୱର, ୩ା୨(ଭାରତ ପ୍ରସାରଣ ନିଉଜ):- ଆଜି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍‍ଘାଟିତ ହୋଇଥିବା ବେଳେ ଏହାର ଅବ୍ୟବହିତ ପୂର୍ବରୁ କିସ୍‍ ୪୦ ହଜାର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାମୂହିକ ଓଡ଼ିଶା ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା । କିସ୍‍ର ଭୁବନେଶ୍ୱର କ୍ୟାମ୍ପସ୍‍ ସହ ବଲାଙ୍ଗୀର, କଳାହାଣ୍ଡି, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଶାଖା କ୍ୟାମ୍ପସରେ ମଧ୍ୟ ଏକ ସଙ୍ଗେ ଛାତ୍ରଛାତ୍ରୀମାନେ ରାଜ୍ୟ ସଂଗୀତ ଗାନ କରି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଗୌରବ ବୃଦ୍ଧି କରିଛନ୍ତି । ଛାତ୍ରଛାତ୍ରୀମାନେ ଓଡ଼ିଶା ମାନଚିତ୍ରରେ ପ୍ରସ୍ତୁତ ମାନବ ମାନଚିତ୍ରରେ ଛାତ୍ରଛାତ୍ରୀମାନେ ଠିଆ ହୋଇ ଏହି ଦେଶାତ୍ମବୋଧ ସଂଗୀତ ଗାନ କରିଥିଲେ । ସମଗ୍ର ରାଜ୍ୟ ଉତ୍ସବ ମୁଖରିତ ହୋଇଥିବା ବେଳେ କିସ୍‍ ଛାତ୍ରଛାତ୍ରୀଙ୍କ ସାମୂହିକ ରାଜ୍ୟ ସଂଗୀତ ଗାନ ଏହାକୁ ଆହୁରି ଗରିମାମୟ କରିଥିଲା । ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରିବା ଦିଗରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରୟାସକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇଛନ୍ତି।


ବି ମହାପାତ୍ର, ଭୁବନେଶ୍ୱର





Advertisment

You Might Also Like