+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ବିଜେଡ଼ି ଛାଡ଼ି କଂଗ୍ରେସ ର ହାତ ଧରିଲେ କେନ୍ଦ୍ରାପଡ଼ାର ଯୁବନେତା ପ୍ରଶାନ୍ତ ରାଉତ

07-Mar-2024



ଭୁବନେଶ୍ୱର,୭.୩.୨୪(ଭାପ୍ର):-  କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସ ତାର ସଂଗଠନକୁ ସୁଦୃଢ଼ କରିବାରେ ଲାଗିଛି । ଏହି କ୍ରମରେ ବିଜେଡ଼ିର ଯୁବ ନେତା ତଥା ଜିଲ୍ଲା ବିଜେଡ଼ି ଉପସଭାପତି, ସମିତି ସଭ୍ୟ ପ୍ରଶାନ୍ତ କୁମାର ରାଉତ ପିସିସି ସଭାପତି  ଶରତ ପଟ୍ଟନାୟକଙ୍କ ନେତୃତ୍ୱପ୍ରତି ଆକୃଷ୍ଟ ହୋଇ ତାଙ୍କ ଶତାଧିକ ସମର୍ଥକଙ୍କ ସହ କଂଗ୍ରେସରେ ବିଧିବଦ୍ଧ ଭାବରେ  ଯୋଗ ଦେଇଛନ୍ତି । ଶ୍ରୀ ରାଉତ ଜଣେ ଦୃଢ଼ ସଂଗଠକ ଭାବେ ରାଜନଗର ନିର୍ବାଚନ ମଣ୍ଡଳୀ ତଥା କେନ୍ଦ୍ରାପଡ଼ା ଜିଲ୍ଲାରେ ସୁପରିଚିତ । ତାଙ୍କର ଯୋଗଦାନ କଂଗ୍ରେସ ଦଳକୁ ସୁଦୃଢ଼ କରିବ ବୋଲି ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ କହିଛନ୍ତି । କଂଗ୍ରେସରେ ଯୋଗଦାନ ପରେ ଶ୍ରୀ ରାଉତ କହିଛନ୍ତି ସେ କଂଗ୍ରେସ ଦଳର ନୀତି, ଆଦର୍ଶରେ ଅନୁପ୍ରାଣିତ ଓ ରାହୁଲ ଗାନ୍ଧୀଙ୍କ ଦୃଢ଼ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରି କଂଗ୍ରେସ ଦଳରେ ଯୋଗଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରର ଯୁବ ସଂଗଠକ ତଥା କଂଗ୍ରେସ ନେତା ସିଦ୍ଧାର୍ଥ ସ୍ୱରୂପ ଦାସ ଉପସ୍ଥିତ ଥିଲେ । 

 





Advertisment

You Might Also Like