+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ପିସିସି ନିର୍ବାଚନ ପରିଚାଳନା କମିଟି ଆବାହକ ହେଲେ ପ୍ରସାଦ ହରିଚନ୍ଦନ

07-Mar-2024



 

ଭୁବନେଶ୍ବର,୭.୩.୨୪(ଭାପ୍ର):- ଆସନ୍ତା ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇସିସି ଓଡିଶା ପ୍ରଭାରୀ ଡ଼ ଅଜୟ କୁମାର  ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି | ଶ୍ରୀ ହରିଚନ୍ଦନଙ୍କୁ କଂଗ୍ରେସ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ଡ଼ କୁମାର । ଏଥି ସହିତ ଗଣମାଧ୍ୟମ ସହ ଉପଯୁକ୍ତ ଯୋଗାଯୋଗ, ସାମାଜିକ ଗଣମାଧ୍ୟମ,ୱାର ରୁମ୍, ପ୍ରଗମନ , ବ୍ଲକ ସ୍ତରୀୟ ପ୍ରତିନିଧି ୧ ଏବଂ ୨ ଓ ରାଜନୈତିକ କାର୍ଯ୍ୟକ୍ରମ କଥା ମଧ୍ୟ ସେ ତଦାରଖ କରିବେ ବୋଲି ଏକ ପ୍ରେସ ବିଜ୍ଞପ୍ତି ରେ ପ୍ରକାଶ କରିଛନ୍ତି।

ପ୍ରସାଦ ହରିଚନ୍ଦନ ୩ ଥର କଂଗ୍ରେସ ଟିକେଟରେ ବିଧାନସଭା କୁ ନିର୍ବାଚିତ ହୋଇଥିଲେ।ପୁରୀ ଜିଲ୍ଲା ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୯୯୨,୨୦୦୦  ଓ ୨୦୦୯ ରେ ବିଧାୟକ ହୋଇଛନ୍ତି।ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗର ମନ୍ତ୍ରୀ ମଧ୍ୟ ହୋଇଛନ୍ତି।

ସୂଚନାଯୋଗ୍ୟ ଶ୍ରୀ ହରିଚନ୍ଦନ ରାଜ୍ୟରେ ଗଠନ ହୋଇଥିବା ଇଣ୍ଡିଆ ମେଣ୍ଟ ଭୁକ୍ତ ଓଡ଼ିଶା ଶାଖାର ମଧ୍ୟ ଆବାହକ ରହିଛନ୍ତି।

ନୂତନ ଗୁରୁତ୍ୱପୂର୍ଣ୍ଣ ଦାଇତ୍ୱ ତାଙ୍କୁ ମିଳିଥିବାରୁ ବହୁ କଂଗ୍ରେସ ନେତୃବୃନ୍ଦ,ସମର୍ଥକ  ଏବଂ ଶୁଭେଛୁ ଶ୍ରୀ ହରିଚନ୍ଦନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।





Advertisment

You Might Also Like