+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ଓଡ଼ିଶାର ଖଣି, ପାଣି କୁ ଲୁଟ୍ କରିବା ପାଇଁ ବିଜେଡ଼ି ଓ ବିଜେପି ମଧ୍ୟରେ ଅସାଧୁ ମେଂଟ - ଶରତ ପଟ୍ଟନାୟକ,

07-Mar-2024



ଭୁବନେଶ୍ୱର,୭,୩,୨୪(ଭାପ୍ର) :- ସାରା ରାଜ୍ୟରେ ବିଜେଡ଼ି ଓ ବିଜେପି ମେଣ୍ଟ ଚର୍ଚ୍ଚା ଜୋର ଧରୁଥିବାବେଳେ କଂଗ୍ରେସ ମିଶ୍ରଣ ପର୍ବ ମାଧ୍ୟମରେ ସଶକ୍ତ ହେଉଛି । ଏହି ଅବସରରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜୁ ଜନତା ଦଳର ଯୁଗ୍ମ ସମ୍ପାଦକ ଇଂ. ଦିଲ୍ଲୀପ କୁମାର ଦୁରିଆ, ରେଙ୍ଗାଲି ପରିଷଦର ସଭାପତି କିରଣ ଜୟପୁରିଆ, ସମୀର ପ୍ରଧାନ, ଜିଲ୍ଲା ସମ୍ପାଦକ ସମ୍ବଲପୁର ବିଜେଡ଼ି, ବିଶାଲ କୁମାର ପ୍ରଧାନ ଙ୍କ ସମେତ ଶତାଧିକ ସମର୍ଥକ କଂଗ୍ରେସ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଲେ ।

ଏହି କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ବିଜେଡ଼ି ଓ ବିଜେପି ମଧ୍ୟରେ ହେଉଥିବା ଅସାଧୁ ମେଂଟ ସଂପର୍କରେ ମତ ଦେଇ କହିଥିଲେ ଏ ମେଂଟ ରାଜ୍ୟର ସ୍ୱାର୍ଥ ବିରୋଧି, ବିଜେଡ଼ି ଓ ବିଜେପି ନିଜର ରାଜନୈତିକ ଲାଭ ଉଦ୍ଦେଶ୍ୟରେ ଏ ମେଂଟ । ରାଜ୍ୟର ଜନସାଧାରଣଙ୍କୁ ଧୋକ ଦେଇ ଉଭୟ ଦଳ ମେଂଟ ମାଧ୍ୟମରେ ଯେଉଁ ଳାଭ ପାଇବା ପାଇଁ ଉଦ୍ୟମ କରୁଛନ୍ତି ତାହା ଓଡ଼ିଶାବାସୀ କେବେ ବି ଗ୍ରହଣ କରିବେ ନାହିଁ । ଏ ମେଂଟ ଓଡ଼ିଶାର ଖଣି, ପାଣି ଜଙ୍ଗଲ ଜମି କୁ ଲୁଟ କରିବା ଓ ଓଡ଼ିଶାକୁ ଅଣଓଡ଼ିଆଙ୍କ ହାତରେ ଟେକି ଦେବା ପାଇଁ ଏକ ସୁଚିନ୍ତିତ ଷଡ଼ଯନ୍ତ୍ର । 

 

● ବିଜେଡ଼ି ଓ ବିଜେପି ମେଂଟ ଚର୍ଚ୍ଚା ମଧ୍ୟରେ ସଶକ୍ତ ହେଉଛି କଂଗ୍ରେସ

● କଂଗ୍ରେସରେ ଯୋଗଦେଲେ ବିଜେଡ଼ିର ଅନେକ ନେତା ଓ କର୍ମୀ

ଏହି ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ସମ୍ପାଦକ ଶରତ ରାଉତ, ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଡ. ବିଶ୍ୱରଞ୍ଜନ ମହାନ୍ତି, ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗଡ଼ତିଆ, ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ସୁବାଷ ଚନ୍ଦ୍ର ବିଶ୍ୱାଳ, ସମ୍ପାଦକ ସରୋଜ ପୁଜାରୀ, ୨୦୧୯ ନିର୍ବାଚନରେ କଂଗ୍ରେସ ବିଧାୟକ ପାର୍ଥୀ ବାଳକୃଷ୍ଣ ରୋହିତଦାସ, ରେଙ୍ଗାଲି ବ୍ଲକ ସଭାପତି ଚତୁର୍ଭୁଜ ଝଙ୍କାର, ଚୁମୁକି ମହାନନ୍ଦ, ବିଳାସୀନି କୁମ୍ଭାର ଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ ।        

 





Advertisment

You Might Also Like