+91-7008748499 / 9438844229

dkm3773@gmail.com / bpindialive@gmail.com

Saturday 11th January 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ତିନିଜଣ ବିଶିଷ୍ଟ ମହିଳାଙ୍କୁ ସମ୍ମାନୀତ କଲା ଭୁବନେଶ୍ୱର ଜିଲ୍ଲା ମହିଳା କଂଗ୍ରେସ

10-Mar-2024



ଭୁବନେଶ୍ୱର ତା. ୧୦.୩- ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଭୁବନେଶ୍ୱର ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ଗୀତାଞ୍ଜଳି ମହାନ୍ତିଙ୍କ ପୌରହିତ୍ୟରେ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଭୁବନେଶ୍ୱର ଜିଲ୍ଳାର ଚାରିଜଣ ବିଶିଷ୍ଟ ମହିଳାଙ୍କୁ ସମ୍ମାନୀତ କରାଯାଇଥିଲା ।

ସାମଜସେବୀ  ଅନୁରାଧ ଦାସ, ବିଶିଷ୍ଟ ସାମ୍ବାଦିକା  ସମୀକ୍ଷା ପଟ୍ଟନାୟକ, ଆଦିବାସୀ ବର୍ଗର ଶିକ୍ଷାର ବିକାଶ ନିମନ୍ତେ କାମ କରୁଥିବା ମହିଳା  ଲକ୍ଷ୍ମିପ୍ରିୟା ଖଣ୍ଡେଇ ଓ ଲକ୍ଷ୍ମିପ୍ରିୟା ପଲେଇଙ୍କୁ ଉତରୀୟ, ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରି ଜିଲ୍ଲା ମହିଳା କଂଗ୍ରେସର ସଭାନେତ୍ରୀ ଶ୍ରୀମତୀ ମହାନ୍ତି, ରାଜ୍ୟ  ମହିଳା କଂଗ୍ରେସର ଉପସଭାପତି ଶ୍ରୀମତୀ ରଶ୍ମି ମହାପାତ୍ର, ଜିଲ୍ଲା ଉପସଭାପତି ଶୁଭଦ୍ରା ମିଶ୍ର, ଜିଲ୍ଲା ସାମାଜିକ ଗଣମାଧ୍ୟମର ମୁଖ୍ୟ ସ୍ନେହା ଜେନା ଓ ଅନ୍ୟମାନେ ସେମାନଙ୍କର ଗୁଣଗାନ କରିଥିଲେ । 

ଏହି ସଭାରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ମହିଳାମାନଙ୍କର ସମାଜରେ ଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିବା ସହିତ ଆସନ୍ତା ଦିନରେ ଏକ ସୁସ୍ଥ ସମାଜ ଗଠନ କରିବାପାଇଁ ହେଲେ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାରୀ ଦେବାକୁ ପଡ଼ିବ ବୋଲି କହିଥିଲେ । 

ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଚୈତାଳୀ ପଟ୍ଟନାୟକ, ଲକ୍ଷ୍ମିପ୍ରିୟା ଦାସ, ସିପ୍ରା ସେନାପତି, ଉର୍ବଶ୍ରୀ ମିଶ୍ର ଓ ଜିଲ୍ଲାର ବହୁ ମହିଳା କର୍ମୀ ଉପସ୍ଥିତ ଥିଲେ । ବ୍ଲକ ସଭାପତି ପ୍ରାଚୀ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ ।





Advertisment

You Might Also Like