+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ମନିଷା ଦାସ ପଟ୍ଟନାୟକ ନୂତନ ପିସିସି ମୁଖପାତ୍ର

14-Mar-2024



ଭୁବନେଶ୍ୱର,୧୪.୩.୨୪(ଭାପ୍ର)- ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନୂତନ ମୁଖପାତ୍ର ଭାବେ ଶ୍ରୀମତୀ ମନିଷା ଦାସ ପଟ୍ଟନାୟକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।।ଅଧୁନା ଶ୍ରୀମତୀ ପଟ୍ଟନାୟକ ରାଜ୍ୟ କଂଗ୍ରେସ ସାମାଜିକ ଗଣମାଧ୍ୟମର ସଂଯୋଜିକା ଭାବେ ଦାଇତ୍ୱ ନିର୍ବାହ କରୁଛନ୍ତି।ସେହିପରି ଜଗଦାନନ୍ଦ ପ୍ରଧାନଙ୍କୁ ମଧ୍ୟ ପିସିସି ନୂତନ ମୁଖପାତ୍ର ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ବୋଲି ପିସିସି ବରିଷ୍ଠ ଉପସଭାପତି ଶ୍ରୀ ଶିବାନନ୍ଦ ରାୟ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।  ଶ୍ରୀମତୀ ଦାସ ଓ ଶ୍ରୀ ପ୍ରଧାନ ନିଜ ଦାୟୀତ୍ୱକୁ ନିଷ୍ଠାର ସହ ସମ୍ପାଦନ କରିବେ ବୋଲି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।





Advertisment

You Might Also Like