+91-7008748499 / 9438844229

dkm3773@gmail.com / bpindialive@gmail.com

Sunday 22nd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

27-Mar-2024



ଭୁବନେଶ୍ୱର, ୨୭.୩.୨୪(ଭାପ୍ର):- ଆଗାମୀ ନିର୍ବାଚନରେ ବିଜେଡି ମିଡିଆ ସେଲ କିପରି ଅଧିକ କ୍ରିୟାଶୀଳ ହୋଇ ଦଳର ଭାବମୂର୍ତ୍ତୀ ଓ ଦଳୀୟ ପ୍ରାର୍ଥୀମାନଙ୍କର ବିଜୟ ସମ୍ଭାବନାକୁ ବଢାଇବା ପାଇଁ କାର୍ଯ୍ୟ କରିପାରିବ, ସେଥିପାଇଁ ଆଜି ଶଙ୍ଖଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସଭା ସାଂସଦ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଗଣମାଧ୍ୟମ) ମାନସ ମଙ୍ଗରାଜଙ୍କର ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ 
ହୋଇଥିଲା । ଏଥିରେ ମିଡିଆ ସେଲର ସଦସ୍ୟମାନେ ଟିଭି ଡିବେଟ୍ ଓ ଅନ୍ୟାନ୍ୟ ଗଣମାଧ୍ୟମରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ଜନସାଧାରଣଙ୍କ ସାମ୍ନାରେ ପ୍ରସ୍ତୁତ କରିବେ ବୋଲି ନିଷ୍ପତ୍ତି ହୋଇଥିଲା ।

ଏହି ବୈଠକ ପରେ ସାଂସଦ ମାନସ ମଙ୍ଗରାଜଙ୍କ ନେତୃତ୍ୱରେ ବିଜେଡି ମିଡିଆ ସେଲର ସମସ୍ତ ସଦସ୍ୟ ନବୀନ ନିବାସ ଯାଇଥିଲେ । ସେଠାରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଅଧୀନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ନିର୍ବାଚନରେ ମିଡିଆ ସେଲର ସଦସ୍ୟମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଶ୍ରୀ ପାଣ୍ଡିଆନ କହିବା ସଙ୍ଗେ ସଙ୍ଗେ ସେମାନଙ୍କୁ ଉପାଦେୟ ପରାମର୍ଶ ଦେଇଥିଲେ । ନବୀନ ସରକାରଙ୍କ ଦ୍ୱାରା ନିରନ୍ତର ଭାବେ ବିଗତ ୨୪ ବର୍ଷରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ହୋଇଥିବା ବେଳେ ଗତ ୫ ବର୍ଷରେ ରାଜ୍ୟର ବିକାଶ ଧାରା ଶିଖର ଛୁଇଁଛି, ଯାହାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ଆପଣମାନଙ୍କର ଦାୟିତ୍ୱ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।
 
ଏହି ବୈଠକରେ ମିଡିଆ ସେଲର ସଦସ୍ୟ ଯଥା, ସଂଯୋଜକ ପ୍ରିୟବ୍ରତ ମାଝୀ, ସର୍ମିଷ୍ଠା ସେଠୀ, ଡ.ସସ୍ମିତ ପାତ୍ର, ସୁଲତା ଦେଓ, ସଂତୃପ୍ତ ମିଶ୍ର, ଲେନିନ ମହାନ୍ତି, ତୁମ୍ବନାଥ ପଣ୍ଡା, ଗୌତମବୁଦ୍ଧ ଦାସ, ମିହିର ରାୟ, ଓମପ୍ରକାଶ ସାହୁ, ଅମିତ ମଲ୍ଲିକ, ସ୍ୱୟମପ୍ରକାଶ ମହାପାତ୍ର, ଡ. ହରିଶ ଚୌଧୁରୀ, ଇପ୍ସିତା ସାହୁ, ମହିକ୍ଷିତା ମିଶ୍ର, ମଧୁସ୍ମିତା ନାୟକ, ଲୋରା ମହାପାତ୍ର, ଅପୂର୍ବା ଅପରୂପା ଓ ସୋଫିଆ ଆଲାମ ଇତ୍ୟାଦି ଯୋଗ ଦେଇଥିଲେ ।





Advertisment

You Might Also Like