+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜ୍ୟ

ବିଧାନସଭା ଶୂନ୍ୟକାଳରେ ବେଦାନ୍ତ ତାତି ନେଇ ଗୃହ ମୂଲତବି

06-Feb-2024



ଭୁବନେଶ୍ୱର : ତା ୬.୨.୨୪ ରିଖ(ଭାରତ ପ୍ରସାରଣ) ବିଧାନସଭା ଶୂନ୍ୟକାଳରେ ବେଦାନ୍ତ ତାତି । ବେଦାନ୍ତ ଜମି ହଡ଼ପ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟଭାଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଧାରଣା । ବାଚସ୍ପତିଙ୍କ ରୁଲିଂ ଦାବି ସହ ସରକାରଙ୍କୁ ଭିଜିଲାନ୍ସ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପାଇଁ ଦାବି କରିଛନ୍ତି ନରସିଂହ । ଅନୁଧ୍ୟାନ କରିବା ପରେ କହିବା ନେଇ ବାଚସ୍ପତି କହିବା ପରେ ଅସନ୍ତୋଷ ପ୍ରକାଶ କରି ଧାରଣା ଦେଇଥିଲେ । ଏହାକୁ ନେଇ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ନରସିଂହ ଅଭିଯୋଗ କରିଛନ୍ତି, ନିର୍ଦ୍ଦିଷ୍ଟ କମ୍ପାନୀ ଉପରେ ଅହେତୁକ ଅନୁକମ୍ପା ଦେଖାଉଛନ୍ତି ସରକାର । ଲୋକପାଳ, ହାଇକୋର୍ଟ ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି । ରାଜ୍ୟ ସରକାର ନିଜେ ବେଦାନ୍ତ ପାଇଁ ୪ ଲେନ୍ ରୋଡ୍ କରିବେ ବୋଲି ଚୁକ୍ତି କରିଥିଲେ, ସବୁ ଟିକସ ମଧ୍ୟ ଛାଡ କରିଛନ୍ତି । ତେବେ ସରକାର ଏହି ସଂସ୍ଥାକୁ କାହିଁକି ଏତେ ଅନୁକମ୍ପା ଦେଖାଇଲେ ବୋଲି ସେ ପ୍ରଶ୍ନ କରିଛନ୍ତି ।





Advertisment

You Might Also Like