+91-7008748499 / 9438844229

dkm3773@gmail.com / bpindialive@gmail.com

Tuesday 8th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜ୍ୟ

ଚେନ୍ନାଇରୁ ଓଡ଼ିଶା ଆସିଲା ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀର, ଆସନ୍ତାକାଲି ଶେଷକୃତ୍ୟ

10-Feb-2024



ଭୁବନେଶ୍ୱର ତା ୧୦.୨.୨୪ ରିଖ(ଭାରତ ପ୍ରସାରଣ):-ରାଜ୍ୟ ରାଜନୀତିରେ ବିରଳ କୃତିତ୍ବ ଅର୍ଜନ କରିଥିବା ୧୦ ଥରର ବିଧାୟିକା ଭି ସୁଜ୍ଞାନ କୁମାରୀ ଦେଓଙ୍କର ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତି ରେ  ପରଲୋକ ହୋଇଛି।    ତାଙ୍କ ମରଶରୀରକୁ ସ୍ୱତନ୍ତ୍ର ବିମାନରେ ଚେନ୍ନାଇରୁ ଆଜି ଭୁବନେଶ୍ୱର ଅଣାଯାଇଛି। ଭୁବନେଶ୍ୱର ବିମାନବନ୍ଦରରୁ ତାଙ୍କର ପାର୍ଥିବ ଶରୀରକୁ ପ୍ରଥମେ ବିଜେଡି ପାର୍ଟି ଅଫିସ ଅଣାଯାଇଥିଲା। ଶଙ୍ଖଭବନରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖ ଭବନରେ ଭି ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।ଅନୁରୂପ ଭାବେ ଦଳୀୟ ନେତୃବୃନ୍ଦ ମାନେ ତାଙ୍କର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
  ଏହାପରେ ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀରକୁ ବିଧାନସଭା ନିଆଯାଇଥିଲା। ସେଠାରେ ବାଚସ୍ପତି ,ବିଧାୟକ ଓ ବିଶିଷ୍ଟ ବ୍ୟକ୍ତି ମାନେ ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଂଜଳି ଜଣାଇଥିଲେ। ଆସନ୍ତାକାଲି ଶେଷକୃତ୍ୟ ପାଇଁ ତାଙ୍କର ପାର୍ଥିବ ଶରୀରକୁ ଖଲ୍ଲିକୋଟରେ ଥିବା ରାଜପରିବାରର ଶ୍ମଶାନ ଘାଟକୁ ନିଆଯିବ। ତା ପରେ ତାଙ୍କର ଶେଷକୃତ୍ୟ କରାଯିବ।
  ଏଠାରେ ସୂଚାଇ ଦେଉଛୁକି ସ୍ୱର୍ଗତା ଭି ସୁଜ୍ଞାନ କୁମାରୀ ଦେଓ ଖଲ୍ଲିକୋଟ ଏବଂ ଏବଂ କବିସୂର୍ଯ୍ୟନଗର ରୁ ୧୦ ଥର ବିଧାନସଭା ର ବିଧାୟିକା ଭାବେ  ନିର୍ବାଚିତ ହୋଇ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି। 





Advertisment

You Might Also Like