+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ଦୁଇଟି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ

12-Feb-2024





ଭୁବନେଶ୍ଵର: ତା ୧୨.୨.୨୪ (ଭାରତ ପ୍ରସାରଣ):-ଆଜି ରାଜ୍ୟର ପମୁଖ ବିଜେଡି ଦଳ ପକ୍ଷରୁ ୨ ଟି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି।ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରବାଟି - କଟକ ର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ  ଓ ଯୁବ ବିଜେଡି ର ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ଦଳ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରି ସମସ୍ତ କଳ୍ପନାଜଳ୍ପନା ର ଅନ୍ତ ଘଟାଇଛନ୍ତି।ଆସନ୍ତା କାଲି ଆଉ ଗୋଟିଏ ପ୍ରାର୍ଥୀଙ୍କ ନାମ ବିଜେଡ଼ି ଘୋଷଣା କରିପାରେ କିମ୍ବା ସ୍ଵାଧୀନ ପାର୍ଥୀ ଙ୍କୁ ସମର୍ଥନ ଦେଇ ଭୋଟ ଲୋଡ଼ିବ ବିଜେପି ବା କଂଗ୍ରେସ ର । ନଚେତ୍ ବିଜେପି ଘୋଷଣା କରିବ ତୃତୀୟ ପ୍ରାର୍ଥୀ ବିଜେଡି ସମର୍ଥନରେ।
   ଉଲ୍ଲେଖ ଥାଉ ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ,ପ୍ରଶାନ୍ତ ନନ୍ଦ ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ରେ ଶେଷ ହେଉଛି।ଉକ୍ତ ତିନି ରାଜ୍ୟସଭା ଆସନ ପାଇଁ ଫେବ୍ରୁଆରୀ ୨୭ ତାରିଖରେ ନିର୍ବାଚନ ହେବ।
  ଏଠାରେ ସୂଚାଇ ଦେଉଛୁ କି ସାଂସଦ ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦଙ୍କୁ ବିଜେଡି ରାଜ୍ୟସଭା ପଠାଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଜେଡି ସମର୍ଥନରେ ସାଂସଦ ହୋଇଥିଲେ।





Advertisment

You Might Also Like