+91-7008748499 / 9438844229

dkm3773@gmail.com / bpindialive@gmail.com

Sunday 22nd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ଦେଶ ବିଦେଶ

ଆଜି ଚାଷୀଙ୍କ ମହା ଆନ୍ଦୋଳନ ,ଏକ ମାସ ଧରି ଦିଲ୍ଲୀ ପୋଲିସ ଲଗାଇଲା କଟକଣା

13-Feb-2024



ନୂଆଦିଲ୍ଲୀ-ତା ୧୩.୪.୨୪ ରିଖ( ଭାରତ ପ୍ରସାରଣ):-ଆଜି ଚାଷୀଙ୍କ ମହା ଆନ୍ଦୋଳନ। ଦିଲ୍ଲୀ ଚଲୋ ଡାକରାରେ ସାମିଲ ହେବେ ପ୍ରାୟ ୨୦ ହଜାର ଚାଷୀ । ଯୁଦ୍ଧଂ ଦେହୀ ଡାକରାରେ ସାମିଲ ହେବେ ୨୦୦ରୁ ଅଧିକ ଚାଷୀ ସଂଗଠନ।ମଙ୍ଗଳବାର ଠାରୁ ଚାଷୀ ଆନ୍ଦୋଳନକୁ ନଜରରେ ରଖି ଦିଲ୍ଲୀରେ ସମାବେଶ କଟକଣା କଲେ ଦିଲ୍ଲୀ ପୋଲିସ।ଦିଲ୍ଲୀରେ ମାସେ ସମାବେଶ ମନା ଅର୍ଥାତ ମାର୍ଚ୍ଚ ୧୨ ଯାଏଁ ଦିଲ୍ଲୀରେ ବଡ଼ଧରଣର ସମାବେଶ ଉପରେ ରୋକ୍‌ ଲଗାଇଲା ଦିଲ୍ଲୀ ପୋଲିସ।ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ମନା କହିଲେ ଦିଲ୍ଲୀ କମିଶନର।ପିସ୍ତଲ, ଜ୍ୱଳନଶୀଳ ପଦାର୍ଥ, ଅସ୍ତ୍ରଶସ୍ତ୍ର ଉପରେ ବି କଟକଣା ଲାଗିଲା କଟକଣା।ସେହିପରି ଇଟା, ପଥର, ପେଟ୍ରୋଲ ବୋମା, ସୋଡ଼ା ବୋତଲ ଉପରେ ନଜର ରଖିବ ଦିଲ୍ଲୀ ପୋଲିସ।
   

 





Advertisment

You Might Also Like