+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ପ୍ରଚାର ପ୍ରସାର ମାଧ୍ୟମରେ ତୃଣମୂଳସ୍ତରରେ କଂଗ୍ରେସର ବାର୍ତ୍ତା ପହଞ୍ଚାଇବ କଂଗ୍ରେସ

13-Feb-2024



ଭୁୂବନେଶ୍ୱର, ତା. ୧୩/୦୨ ରିଖ : ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ପ୍ରଚାରକୁୂ ଶାଣିତ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ ପଚ୍ର ।ର କମିଟିର ଏକ ଗୁରୁତ୍ୱପଣ୍ଣୂ ର୍ ବୈଠକ ଭୁବନେଶ୍ୱରସ୍ଥିତ
କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ପ୍ରଚାର କମଟି ିର ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଅଧ୍ୟକ୍ଷତାରେଅନୁଷ୍ଠିତ ଏହି ବୈଠକରେ ଆଗାମୀ ନିର୍ବାଚନ ପାଇଁ ଏକ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଥିଲା । 
ରାଜ୍ୟର ବିଭିନ୍ନ ସ୍ଥାନରେ ପୋଷ୍ଟର ଓ ହୋଡ଼ିଙ୍ଗ ମାଧ୍ୟମରେ ଦଳର ପ୍ରଚାର ପ୍ରସାର ହେବା ସହ ସାମାଜିକ ଗଣମାଧ୍ୟମରେ ଦେଶରେ ଓ ରାଜ୍ୟରେ କଂଗ୍ରେସ ସରକାର ଥିବା ସମୟରେ ହୋଇଥିବା ଲୋକାଭିମୁଖୀ ଯୋଜନା ରାଜ୍ୟବାସୀଙ୍କ ପାଖରେ ପହଞ୍ଚାଇବାକୁ ଉଦ୍ୟମ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । 
    ତୃଣମୂଳ ସ୍ତରରେ କଂଗ୍ରେସ କର୍ମୀମାନେ ଘରକୁ ଘର ବୁଲି ପଚ୍ର ।ର ପତ୍ର ମାଧ୍ୟମରେ ଏବଂ ମୌଖିକଭାବେ କଂଗ୍ରେସର ବାର୍ତ୍ତା ପହଞ୍ଚାଇବେ । ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଛୋଟ ବଡ଼ ସଭାମାନ 
ଆୟୋଜନ କରାଯିବ, କେନ୍ଦ୍ରରେ ଥିବା ମୋଦୀ ସରକାର ଓ ରାଜ୍ୟରେ ଥିବା ନବୀନ ସରକାରଙ୍କର ଜନବିରୋଧି ନିତିକୁ ସାମ୍ନାକୁ ଆଣିବା ପାଇଁ ରାଜ୍ୟସ୍ତରୀୟ ନେତାମାନେ ପହଞ୍ôଚ ଜନସାଧାରଣଙ୍କୁ 
ଉଦ୍‌ବୋଧନ ଦେବେ । କେନ୍ଦ୍ରୀୟ ନେତୃବୃନ୍ଦ ଯଥା ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧୀ, ପ୍ରୀୟଙ୍କା ଗାନ୍ଧୀ, ସଚିନ ପାଇଲଟ, କଂଗ୍ରେସ ଶାସିତ ରାଜ୍ୟର 
ମୁଖ୍ୟମନ୍ତ୍ରୀ, ବରିଷ୍ଠ ଓ ଯୁବନେତାମାନେ ପହଞ୍ôଚ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେବେ । ଏହି ବୈଠକରେ ପିସିସି ସଭାପତି ଶରତ ପଟ୍ଟନାୟକ, ରାଜ୍ୟ ସହପ୍ରଭାରୀ କ୍ରିଷ୍ଟୋଫର ତିଲକ, ପୂର୍ବତନ ମୁଖ୍ୟମନ୍ତ୍ରୀ 
ଗିରିଧାରୀ ଗମାଙ୍ଗ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବରିଷ୍ଠ କଂଗ୍ରେସ ନେତା ଡ. ରାମଚନ୍ଦ୍ର ଖୁଣ୍ଟିଆ, ଶରତ ରାଉତ, ପଞ୍ଚାନନ କାନୁନ୍‌ଗୋ, ଶିବାନନ୍ଦ ରାୟ, ବିଧାୟକ 
ସୁରେଶ କୁମାର ରାଉତରାୟ, ରମେଶ ଜେନା, ମିଡ଼ିଆ ସେଲ୍‌ର ଅଧ୍ୟକ୍ଷ ଡ. ବିଶ୍ୱରଞ୍ଜନ ମହାନ୍ତିଙ୍କ ସମେତ ସମସ୍ତ ବରିଷ୍ଠ ନେତା ଓ ପ୍ରଚାର କମିଟିର ସମସ୍ତ କାର୍ଯ୍ୟକାରୀ ସଦସ୍ୟ ଉପସ୍ଥିତ ଥିଲେ ।





Advertisment

You Might Also Like