+91-7008748499 / 9438844229

dkm3773@gmail.com / bpindialive@gmail.com

Saturday 11th January 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ବିଜେପି ମୋହର ମାରିଲା ଅଶ୍ବିନୀ ବୈଷ୍ଣବ ଙ୍କ ନାମରେ

14-Feb-2024



ଭୁବନେଶ୍ୱର-ତା ୧୪.୨.୨୪ ରିଖ(ଭାରତ ପ୍ରସାରଣ):-ଗତ କାଲି ପର୍ଯ୍ୟନ୍ତ ରାଜ୍ୟର ତୁତୀୟ ରାଜ୍ୟସଭା ପାର୍ଥି ପାଇଁ ଜାରି ରହିଥିବା ସସପେନ୍ସ ର ଅବସାନ ଘଟିଛି।କେନ୍ଦ୍ର ରେଳ ମନ୍ତ୍ରୀ  ଅଶ୍ବିନୀ ବୈଷ୍ଣବ ଙ୍କୁ ରାଜ୍ୟସଭା ପଠାଇବାକୁ ସ୍ଥିର କରିଛି ବିଜେପି।ଏଥି ନେଇ ବିଜେପି ରାଷ୍ଟ୍ରୀୟ ମହାସଚିବ ଶ୍ରୀ ଅରୁଣ ସିଂ ଓଡିଶାରୁ ରାଜ୍ୟସଭା ପାର୍ଥି ପାଇଁ ଅଶ୍ୱିନୀ ବୈଷ୍ଣବ ନାଁ ଘୋଷଣା କରିଛନ୍ତି।
   ସୂଚନାଯୋଗ୍ୟ କି ରାଜ୍ୟରେ ଖାଲି ପଡୁଥିବା ୩ ଟି ରାଜ୍ୟସଭା ଆସନ ମଧ୍ୟରୁ ୨ ଟି ଆସନ ପାଇଁ ବିଜେଡି  ପୂର୍ବତନ ବିଧାୟକ ଶ୍ରୀ ଦେବାଶିଷ ସାମନ୍ତରାୟ ଓ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାମରେ ମୋହର ମାରିଥିଲା। ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଉପସ୍ଥିତିରେ ରାଜ୍ୟସଭା ପାଇଁ  ଶ୍ରୀ ସାମନ୍ତରାୟ ଓ ଶ୍ରୀ ଖୁଣ୍ଟିଆ  ନାମାଙ୍କନ ଦାଖଲ କରି ସାରିଛନ୍ତି।
    ଏଠାରେ ସୁଚାଇଦଉଛୁ କି ରାଜ୍ୟରେ ବିଜେପିର ୨୨ ଜଣ ବିଧାୟକ ଅଛନ୍ତି।
    ତୃତୀୟ ଆସନ ପାଇଁ ବିଜେପି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କ ନାଁ ଘୋଷଣା କରି ଚର୍ଚ୍ଚା ର ଅବସାନ ଘଟାଇଛି।





Advertisment

You Might Also Like