+91-7008748499 / 9438844229

dkm3773@gmail.com / bpindialive@gmail.com

Tuesday 8th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ରାଜ୍ୟସଭା ପାର୍ଥିପତ୍ର ଦାଖଲ

15-Feb-2024



ଭୁବନେଶ୍ୱର ତା ୧୫.୨.୨୪ ରିଖ(ଭାରତ ପ୍ରସାରଣ):-ଆଜି  କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଓଡିଶାରୁ ରାଜ୍ୟସଭା ପାର୍ଥିପତ୍ର ଦାଖଲ କରିଛନ୍ତି।
   ଶ୍ରୀ ଯୁକ୍ତ ବୈଷ୍ଣବ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ,ବିରୋଧୀଦଳ ମୁଖ୍ୟ ସଚେତକ ତଥା ବିଧାୟକ ମୋହନ ମାଝୀ,ବିଜେପି ରାଜ୍ୟ ମୁଖପାତ୍ର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ପ୍ରମୁଖଙ୍କ ଉପସ୍ଥିତି ରେ ବିଧାନସଭାର ନିର୍ବାଚନ ଅଧିକାରୀଙ୍କ ପ୍ରକୋଷ୍ଟ ରେ ପାର୍ଥିପତ୍ର ଦାଖଲ କରିଛନ୍ତି।

     ସୂଚନାଯୋଗ୍ୟ ବିଜେଡି ସାଂସଦ ଅମର ପଟ୍ଟନାୟକ,ପ୍ରଶାନ୍ତ ନନ୍ଦ ଓ  ବିଜେପି ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଆସନ୍ତା ଏପ୍ରିଲ ମାସରେ ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟକାଳ ସରୁଛି।
   ଉକ୍ତ ୩ ଆସନରୁ ବିଜେଡି ଦୁଇଟିରେ ପାର୍ଥି ଦେଇଥିବା ବେଳେ ତୃତୀୟ ଆସନ ପାଇଁ ଆବଶ୍ୟକ ବିଧାୟକ ସଂଖ୍ୟା ନଥାଇ ବିଜେପି   ଗତକାଲି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ନାମକୁ ଦୂତୀୟ ଥର ପାଇଁ ରାଜ୍ୟସଭା ପାର୍ଥି ଭାବେ ଘୋଷଣା କରିଥିଲା।
    ଶ୍ରୀ ବୈଷ୍ଣବ ଙ୍କ ନାମ ବିଜେପି ଘୋଷଣା କରିବାର କିଛି ସମୟ ପରେ ବିଜେଡି ତାଙ୍କ ରାଜ୍ୟସଭା ପାର୍ଥିତ୍ୱକୁ ସମର୍ଥନ କରିବ ବୋଲି ଘୋଷଣା କରିଥିଲା।ଶ୍ରୀ ବୈଷ୍ଣବ ଦୂତୀୟ ଥର ପାଇଁ ବିଜେଡି ସମର୍ଥନ ରେ ରାଜ୍ୟସଭା ପାର୍ଥି ହୋଇଛନ୍ତି।

 





Advertisment

You Might Also Like