+91-7008748499 / 9438844229

dkm3773@gmail.com / bpindialive@gmail.com

Monday 7th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ରୋଗୀ ସେବାରୁ ଜନସେବାକୁ ଆସିଲେ ଡ଼ାକ୍ତର ଅବିନାଶ

16-Feb-2024



ଭୁବନେଶ୍ୱର, ତା ୧୬.୦୨.୨୪ ରିଖ(ଭାପ୍ର): ଢେଙ୍କାନାଳ ଜିଲ୍ଲା ଖଡ଼ଗପ୍ରସାଦର ଡାକ୍ତର ଅବିନାଶ ସାମଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଢେଙ୍କାନାଳ ବିଧାୟକ ଶ୍ରୀ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଅବିନାଶ ସାମଲଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ   ଦଳକୁ ସ୍ୱାଗତ କରିଥିଲେ । 
    ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଅବିନାଶ ସାମଲ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର 
ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ଦଳକୁ କୌଣସି ପଦପଦବୀ କିମ୍ବା ଉଦ୍ଦେଶ୍ୟ 
ନେଇ ଆସିନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ଦାୟିତ୍ୱ ଦେବେ ତାହାକୁ ମୁଁ ନିଷ୍ଠାର ସହ କରିବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।
    ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।





Advertisment

You Might Also Like