+91-7008748499 / 9438844229

dkm3773@gmail.com / bpindialive@gmail.com

Tuesday 8th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜ୍ୟ

ପିସିସି ଗଣମାଧ୍ୟମ ବିଭାଗର ବରିଷ୍ଠ ମୁଖପାତ୍ର, ମୁଖପାତ୍ର, ପ୍ୟାନେଲିଷ୍ଟ, ସମ୍ପାଦକ ଏବଂ ସଂଯୋଜକଙ୍କ ନାମ ଘୋଷଣା ।

30-Jan-2024



ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ ବିଭାଗକୁ ସୁଦୃଢ଼ ତଥା ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ପିସିସି ଗଣମାଧ୍ୟମ ବିଭାଗର ବରିଷ୍ଠ ମୁଖପାତ୍ର, ମୁଖପାତ୍ର, ପ୍ୟାନେଲିଷ୍ଟ, ସମ୍ପାଦକ ଏବଂ ସଂଯୋଜକଙ୍କ ମାନଙ୍କର ତାଲିକାକୁ ଅନୁମୋଦନ କରିଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗର ଅଧ୍ୟକ୍ଷ ଡ. ବିଶ୍ୱରଞ୍ଜନ ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

ବରିଷ୍ଠ ମୁଖପାତ୍ର : ପଞ୍ଚାନନ କାନୁନ୍‌ଗୋ, ଗଣେଶ୍ୱର ବେହେରା, ସନ୍ତୋଷ ସିଂ ସାଲୁଜା, ଦେବାଶିଷ ପଟ୍ଟନାୟକ, ଲଲାଟେନ୍ଦୁ ମହାପାତ୍ର ।

ମୁଖପାତ୍ର : ହମିଦ୍ ହୁସେନ୍‌, ମନୋରଞ୍ଜନ ଦାସ, ସୁଦର୍ଶନ ଦାସ, ଇଂ ସସ୍ମିତା ବେହେରା, ଅଧିରାଜ ପାଣିଗ୍ରାହି, ପ୍ରଶାନ୍ତ ଶତପଥି, ନିଶିକାନ୍ତ ମିଶ୍ର, ପଦ୍ମାକର ଗୁରୁ, ରଜନୀ ମହାନ୍ତି, ରଶ୍ମି ମହାପାତ୍ର, ଅପର୍ଣ୍ଣା ଧିର ସିଂ, କୃଷ୍ଣଚନ୍ଦ୍ର ପତି, ଅଭିଶେକ ମହାନନ୍ଦ, ଡ. ସ୍ମୃତିରଞ୍ଜନ ଲେଙ୍କା, ଅମୀୟ ପାଣ୍ଡବ, ରାଜୀବ ପଟ୍ଟନାୟକ, ଦେବାଶିଷ ଭୁୟାଁ ଓ ରବିନ୍ଦ୍ର ଆଚାର୍ଯ୍ୟ ।

ଗଣମାଧ୍ୟମ ସଂପାଦକ: ପ୍ରଶାନ୍ତ ଶତପଥି

ପ୍ୟାନେଲିଷ୍ଟ : ପଞ୍ଚାନନ ଦାସ, ଜିନେଶ ଦାସ, ପିତବାସ ପଣ୍ଡା, ଅମିତ ମହାନ୍ତି, ଅଡ଼ଭୋକେଟ୍ ଆଲବର୍ଟ କିଣ୍ଡୋ, ନଳିନୀକାନ୍ତ ନାୟକ, ମନଶା ତ୍ରିପାଠୀ, ଜୟଶ୍ରୀ ପାତ୍ର, ଝୁନା ପଟ୍ଟନାୟକ, ଶୁଭେନ୍ଦୁ ଶେଖର ମଲ୍ଲିକ, ସଂଗ୍ରାମ କିଶୋର ମାଝି ଓ କୈଳାଶ ମୁଖି ।

ସଂଯୋଜକ : ବିରେନ କୁମାର ଦଳାଇ ଓ ହରି ଶଙ୍କର ଜେନା

 





Advertisment

You Might Also Like