+91-7008748499 / 9438844229

dkm3773@gmail.com / bpindialive@gmail.com

Monday 7th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ଘର ବାହୁୂଡ଼ିଲେ କଂଗ୍ରେସ ନେତା

18-Feb-2024



ଭୁବନେଶ୍ୱର, ତା. ୧୮.୨.୨୪ ରିଖ(ଭାପ୍ର) : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ମିଶ୍ରଣ ପର୍ବ ଆୟୋଜନ କରି ତା’ର ଶକ୍ତି ବୃଦ୍ଧି କରିଚାଲିଛି । ଏହିକ୍ରମରେ ଆଜି ପବୂ ର୍ତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ସତ୍ୟଜିତ୍ ପଟ୍ଟନାୟକ (ମିଲନ), ପୂର୍ବତନ ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ଜୟଶ୍ରୀ ପଟ୍ଟନାୟକ ଯେଉଁମାନେ ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିଲେ।ଆଜି ସେମାନେ ଭାରତୀୟ ଜନତା ପାର୍ଟି ପ୍ରତି ଆସ୍ଥା ହରାଇ ଶତାଧତ୍କ ସମର୍ଥକଙ୍କ ସହିତ ଏକ ବିରାଟ ମୋଟର ସାଇକେଲ ଶୋଭା ଯାତ୍ରାରେ ଆସି କଂଗ୍ରେସ ଭବନ ଠାରେ ପିସିସି ସଭାପତି ଶରତ 
ପଟ୍ଟନାୟକଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗଦେଲେ । 
   ଏହି ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ପ୍ରତିକ୍ରିୟା ଦେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲେ ଏହି ମିଶ୍ରଣ କଂଗ୍ରେସ ଦଳର ଶକ୍ତି ବଢ଼ାଇବ ଏବଂ ଅନେକ ନେତା କଂଗ୍ରେସ ଦଳକୁ ଫେରେି ବ । ଆଜିର ଏହି କାର୍ଯ୍ୟକ୍ରମରେ ଓଡ଼ିଶା କଂଗ୍ରେସ ସହପ୍ରଭାରୀ କ୍ରିଷ୍ଟୋଫର ତିଲକ୍‌, ପିସିସି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ଡ. ବିଶ୍ୱରଞ୍ଜନ ମହାନ୍ତି, ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ସଭାପତି ରସିକଚାନ୍ଦ ପଟ୍ଟନାୟକ ଙ୍କ ସମେତ ଅନେକ କଂଗ୍ରେସ ନେତା ଉପସ୍ଥିତ ଥିଲେ ।





Advertisment

You Might Also Like