ତାଜା ଖବର
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
ଡେମୋଏହା ଏକ ଡେମୋ ସଂସ୍କରଣ। ଖବର ଓ ଚିତ୍ରଗୁଡ଼ିକ କେବଳ ଉଦାହରଣ ପାଇଁ।
ଓଡ଼ିଶା

ରାଜ୍ୟ ସ୍ତରୀୟ ଇନ୍ଦିର ଗାନ୍ଧୀ ସ୍ମୃତି ସମିତି ତରଫରୁ ରାଷ୍ଟ୍ରୀୟ ସଂକଳ୍ପ ଦିବସ ରାଜ୍ୟସ୍ତରୀୟ ସମାରୋହ

ଆଇଜି ପାର୍କ ରେ ଅନୁଷ୍ଠିତ ହେଲା ସମାରୋହ

ରାଜ୍ୟ ସ୍ତରୀୟ ଇନ୍ଦିର ଗାନ୍ଧୀ ସ୍ମୃତି ସମିତି ତରଫରୁ ରାଷ୍ଟ୍ରୀୟ ସଂକଳ୍ପ ଦିବସ ରାଜ୍ୟସ୍ତରୀୟ ସମାରୋହ

ରାଜ୍ୟ ସ୍ତରୀୟ ଇନ୍ଦିର ଗାନ୍ଧୀ ସ୍ମୃତି ସମିତି ତରଫରୁ ରାଷ୍ଟ୍ରୀୟ ସଂକଳ୍ପ ଦିବସ ରାଜ୍ୟସ୍ତରୀୟ ସମାରୋହ


ଭୁବନେଶ୍ୱର,୩୧/୧୦(ଭାରତ ପ୍ରସାରଣ)ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଇନ୍ଦିରା ଗାନ୍ଧୀଙ୍କ ୪୨ତମ ତିରୋଧାନ ଦିବସ ଅବସରରେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ସୌଜନ୍ୟତାରେ ରାଜ୍ୟସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି ସମିତି ତରଫରୁ ଭୁବନେଶ୍ୱର ସ୍ଥିତ ଇନ୍ଦିରା ଗାନ୍ଧୀ ପାର୍କ ଠାରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ରାଜ୍ୟସ୍ତରୀୟ ସମାରୋହ ସ୍ମୃତି ସମିତିର ସାଧାରଣ ସମ୍ପାଦକ ଅମିୟ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ସମିତିର ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟଙ୍କ ସଭାପତିତ୍ୱରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରୁ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ, ସର୍ବଧର୍ମ ପ୍ରାର୍ଥନା ସଭା, ରାମଧୁନ ଭଜନ, ସଂକୀର୍ତ୍ତନ ଓ ଇନ୍ଦିରାଜୀଙ୍କ ଜୀବନୀ ଉପରେ ଆଧାରିତ ପାଲା ପରିବେଶଣ କରାଯାଇଥିଲା । ଉକ୍ତ ସମାରୋହରେ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ଗିରିଧର ଗମାଙ୍ଗୋ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ପିସିିସି ସଭାପତି ପ୍ରସାଦ ହରିଚନ୍ଦନ, ସମ୍ପାଦକ ପୃଥିବୀଲ୍ଲଭ ପଟ୍ଟନାୟକ ପ୍ରମୁଖ ବହୁ ନେତୃବୃନ୍ଦ ଶୁଭେଚ୍ଛୁ ଓ ସଂକୃତିବିତ ପ୍ରେମୀ ବହୁ ସଂଖ୍ୟାରେ ଯୋଗ ଦେଇ ସ୍ୱର୍ଗୀୟା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ ।


ଶେଷ ଅପଡେଟ୍: 01 ନଭେମ୍ବର 2026, 11:04 ପୂର୍ବାହ୍ନ

← ପୂର୍ବ ଖବର‘ହେଲ୍ପମେଟ୍‌’ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ନୀତି ଆଦର୍ଶ ପ୍ରଚାର ପ୍ରସାର କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହପର ଖବର →ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବା ପାଇଁ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଅବଦାନ ଅତୁଳନୀୟ