ତାଜା ଖବର
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
ଡେମୋଏହା ଏକ ଡେମୋ ସଂସ୍କରଣ। ଖବର ଓ ଚିତ୍ରଗୁଡ଼ିକ କେବଳ ଉଦାହରଣ ପାଇଁ।
ଓଡ଼ିଶା

ଲୋକ ଭବନରେ ସାଧୁତାର ଶପଥ ପାଠ ଅନୁଷ୍ଠିତ

ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେବ

ଲୋକ ଭବନରେ ସାଧୁତାର ଶପଥ ପାଠ ଅନୁଷ୍ଠିତ

ଲୋକ ଭବନରେ ସାଧୁତାର ଶପଥ ପାଠ ଅନୁଷ୍ଠିତ



ଭୁବନେଶ୍ୱର, ତା ୨୬/୧୦(ଭାରତ ପ୍ରସାରଣ): କେନ୍ଦ୍ରିୟ ସତର୍କତା ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ଚଳିତ ବର୍ଷ ଅକ୍ଟୋବର ୨୬ ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋମବାର ଦିନ ଲୋକଭବନର ଅଧିକାରୀ ଓ କର୍ମଚାରୀମାନେ ସାଧୁତାର ଶପଥ ପାଠ କରିଛନ୍ତି । ଏହି ଉପଲକ୍ଷେ ଅଭିଷେକ ହଲଠାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ଡ଼ଃ ଲଲାଟେନ୍ଦୁ ସାହୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଲେଖା ନିୟନ୍ତ୍ରକ ନିତ୍ୟାନନ୍ଦ ବାରିକ ଲୋକ ଭବନର ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ ।


← ପୂର୍ବ ଖବରଅର୍ଣ୍ଣବର ମୁକାବିଲା ପାଇଁ ଶକ୍ତି ବିଭାଗର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀପର ଖବର →'ପ୍ରତୀକ୍ଷା' ପରେ ଆଗକୁ ଆସୁଛି 'ଦଶାହ'